ଉପକୂଳ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ମେଘୁଆ ପାଗ

159

ଭୁବନେଶ୍ଵର, ୨୩ ସେପ୍ଟେମ୍ବର – ସମୁଦ୍ର ପତନ ଠାରୁ ୧.୫ ରୁ ୪.୫ କି.ମି. ଉଚ୍ଚତା ମଧ୍ୟରେ ବାୟୁମଣ୍ଡଳରେ ଏକ ନିମ୍ନଚାପ ରେଖା ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରୁ ବାହାରି ଉତର-ଓଡିଶା, ଉତର-ଛତିଶଗଡ ଏବଂ ପୂର୍ବ-ମଧ୍ୟପ୍ରଦେଶ ଦେଇ ଉତରପଶ୍ଚିମ-ମଧ୍ୟପ୍ରଦେଶ ଯାଏଁ ଲମ୍ବିଛି । ପ୍ରଭାବରେ ଉପକୂଳ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ମେଘୁଆ ପାଗ ଲାଗିରହିଛି ।

Leave A Reply

Your email address will not be published.