ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆଜିଠାରୁ

621

ଭୁବନେଶ୍ୱର:ଆଜି ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆ ଠାରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜନ କରାଯିବ । ଏହାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ସନ୍ଧ୍ୟା ୬ଟାରେ ଶୁଭ ଉଦଘାଟନ କରିବେ । ଏହି ମେଳା ଆସନ୍ତା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.