କେନ୍ଦୁଝରରେ ଲୋକଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

Chief Minister interacts with people in Keonjhar

10

ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନ କେନ୍ଦୁଝର ସର୍କିଟ ହାଉସ ଠାରେ ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦୁଝର ସର୍କିଟ ହାଉସ ଠାରେ ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କଲି । ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଲି । ସେମାନଙ୍କ ସମସ୍‌ଯାର ତୁରନ୍ତ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛି, ଯାହାକି ଆମ ସରକାରର ମୂଳ ଲକ୍ଷ୍ୟ । କେନ୍ଦୁଝର ଅଞ୍ଚଳର ସାମଗ୍ରିକ ବିକାଶ ଦ୍ୱାରା ନିଯୁକ୍ତି ସୁଯୋଗ ଏବଂ ଆର୍ôଥକ ସ୍ଥିତିକୁ ସମୃଦ୍ଧ କରିବା ନିମନ୍ତେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି ।

Leave A Reply

Your email address will not be published.