ଗଞ୍ଜାମ ଜିଲ୍ଲାରେ ନୂଆ ୫ କରୋନା ପଜିଟିଭ୍ ଚିହ୍ନଟ : ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୩୬ କୁ ବୃଦ୍ଧି

147

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୩୬ କୁ ବୃଦ୍ଧି ପାଇଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୫ ରହିଛି ।

Leave A Reply

Your email address will not be published.