ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

154

ଭୁବନେଶ୍ୱର : ଆଜି  ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହି ବୈଠକ ସନ୍ଧ୍ୟା ୬ଟା ହେବାର ସମ୍ଭାବନା ରହିଛି । ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.