ମୁଖ୍ୟ ସୂଚନା କମିଶନର ହେଲେ ଜଳଦ ତ୍ରିପାଠୀ

159

ଭୁବନେଶ୍ୱର : ଜଳଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜଳଦ ତ୍ରିପାଠୀଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦିଆଯାଇଛି । ଶ୍ରୀ ତ୍ରିପାଠୀ ପୂର୍ବରୁ ତାମିଲନାଡୁର ପୋଲିସ ଡିଜି ଥିଲେ । ସୁନୀଲ ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ପରେ ମୁଖ୍ୟ ସୂଚନା କମିଶନର ପଦବୀ ଖାଲିଥିଲା ।

Leave A Reply

Your email address will not be published.