ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ

175

ଢେଙ୍କାନାଳ: ବହୁଚର୍ଚ୍ଚିତ ନୟାଗଡ଼ ଜିଲ୍ଲା ପରୀ ହତ୍ୟାକାଣ୍ଡ ଘଟଣାକୁ ନେଇ ବିଜେପି ମହିଳା ମୋର୍ଚ୍ଚାର ଜିଲ୍ଲା ସଭାପତି ନିରୋଜ ନଳିନୀ ମହାଳିକଙ୍କ ନେତୃତ୍ୱରେ ଗଣେଶ ବଜାର ଛକ ଠାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ତାଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ମୋର୍ଚ୍ଚାର ଇତିଶ୍ରୀ ସାହୁ, ରତ୍ନପ୍ରଭା ପଣ୍ଡା, କମଳିନୀ ମହାନ୍ତି, ଅନିତା ଦାସ, ବିଜେପି ଜିଲ୍ଲା ସଭାପତି ନରେଶ ମହାପାତ୍ର ଓ ସୁନୀଲ ଶର୍ମା ପ୍ରମୁଖ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Leave A Reply

Your email address will not be published.