୫୦ ବସ୍ତା ବାଣ ଜବତ, ୩ ଗିରଫ

159

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ କାଳଷଣ୍ଢପୁର ଗ୍ରାମରେ ଗତକାଲି ରାତିରେ ପୋଲିସ ପକ୍ଷରୁ ଚଢ଼ଉ କରାଯାଇ ବେଆଇନ ଭାବେ ଗଚ୍ଛିତ ଥିବା ୫୦ ବସ୍ତା ବାଣ ଜବତ କରାଯାଇଛି । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ ।

ବିଶେଷ ସୂତ୍ରରୁ ଖବର ପାଇ ଆସିକା ଏସଡ଼ିପିଓ ଉମାଶଙ୍କର ସିଂଙ୍କ ନେତୃତ୍ୱରେ ଏହି ଚଢ଼ଉ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଓ ଥାନା ଷ୍ଟାଫ୍ ଏହି ଚଢ଼ଉରେ ସାମିଲ୍ ଥିଲେ ।

Leave A Reply

Your email address will not be published.