ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ

158

-ମୋଟ ମୃତ୍ୟୁ ସଂଖ୍ୟା ୮୩୩୩ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩33 ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ଦୁଇ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ମୟୁରଭଂଜ ଜିଲ୍ଲାରେ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.