-ମୋଟ ମୃତ୍ୟୁ ସଂଖ୍ୟା ୮୩୯୪ ହେଲା
ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୯୪ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରେ ୧ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।