ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ

211

-ମୋଟ ମୃତ୍ୟୁ ସଂଖ୍ୟା ୮୪୧୧ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୧୧ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଝାରସୁଗୁଡା ଓ ନୂଆପଡା ଜିଲ୍ଲାରେ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.