ମୁଖ୍ୟମନ୍ତ୍ରୀ ନବୀନ ମହାନଦୀର ଦୀର୍ଘତମ ଗୋପୀନାଥପୁର-ବୈଦେଶ୍ବର ସେତୁ ଉଦ୍ଘାଟନ କଲେ

165

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ବଡମ୍ବା ଗସ୍ତରେ ଯାଇ ମହାନଦୀର ଦୀର୍ଘତମ ଗୋପୀନାଥପୁର-ବୈଦେଶ୍ବର ସେତୁକୁ ଲୋକାର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ବଡ଼ମ୍ବା ବ୍ଲକ୍ର ଗୋପୀନାଥପୁରଠାରେ ଏହି ସେତୁର ଶିଳାନ୍ୟାସ କରିଥିଲେ। ଗୋପୀନାଥପୁରରେ ପହଞ୍ଚି ଏହି ସେତୁକୁ ଲୋକାର୍ପଣ କରିବା ପରେ ଓ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ । ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗୋପୀନାଥପୁରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ମଧ୍ୟ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.