ଛୋଟ ପିଲାଙ୍କ ପାଇ ଖୁସି ଖବର ଖୋଲିବ ଅଙ୍ଗନୱାଡ଼ି କେନ୍ଦ୍ର

367

କରୋନା କାରଣରୁ ସ୍କୁଲ କଲେଜ ବନ୍ଦ ରହିଥିବା ବେଳେ ଛୋଟ ପିଲାଙ୍କ ପାଇଁ ଅଙ୍ଗନୱାଡ଼ି ମଧ୍ୟ ବନ୍ଦ ରହିଥିଲା । ଏବେ ସ୍ଥିତିରେ ସୁଧାର ଆସିଥିବାରୁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି ଆଗାମୀ ୨୮ ତାରିଖରୁ ପିଲାଙ୍କ ପାଇଁ ରାଜ୍ୟରେ ଖୋଲିବ ଅଙ୍ଗନୱାଡ଼ି କେନ୍ଦ୍ର । ସକାଳ ୭.୩୦ରୁ ୯.୩୦ ପର୍ଯ୍ୟନ୍ତ ପିଲାମାନେ ପାଠପଡ଼ିବେ । କରେନା କଟକଣା ସହିତ ପିଲାମାନଙ୍କର ପାଠପଢ଼ା ହେବ ।

Leave A Reply

Your email address will not be published.