ଭୁବନେଶ୍ୱର, ୦୭ ଜୁଲାଇ – ରାଜ୍ୟରେ ଗୋଟିଏ ଦିନରେ ୪୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୧୯୪୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୦୫୩୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨୩୫ ରହିଛି ।
Sign in
Sign in
Recover your password.
A password will be e-mailed to you.