ନକ୍ସଲ-ପୋଲିସ ଗୁଳିବିନିମୟ, ମହିଳା ମାଓବାଦୀ ମୃତ

180

ମାଲକାନଗିରି : ଏନକାଉଣ୍ଟରରେ ମହିଳା ମାଓବାଦୀ ମୃତ। ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଗଙ୍ଗଲୁର ଜଙ୍ଗଲରେ ମାଓବାଦୀ ଲୁଚି ଥିବା ଖବର ପାଇ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା।

Leave A Reply

Your email address will not be published.