ଯାଜପୁର, : ସୋମବାର ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାର ସମସ୍ତ ଅଧିକାରୀମାନେ ସହୃଦୟତାର ସହ ଅଭିଯୋଗ ଗୁଡିକର ସମାଧାନ ଦିଗରେ ଜନ ଶୁଣାଣି ଶିବିର ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ଜିଲ୍ଲା ପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଭିଯୋଗ ଶୁଣାଣିରେ ଅଧ୍ୟକ୍ଷତା କରି ଊପରୋକ୍ତ ବିଷୟପ୍ରକାଶ କରିଚ୍ଥନ୍ତି । ସୋମବାରର ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲା ପାଳ, ପ୍ରଶାସନ, ନବକୃଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶୋକ କୁମାର ବେହୁରିଆ, ଉପ-ଜିଲ୍ଲା ପାଳ ଗୋପୀନାଥ କୁଅଁର, ସହକାରୀ ଜିଲ୍ଲାପାଳ, ସାଧାରଣ ଓ ବିବିଧ, ଲକ୍ଷ୍ମୀପ୍ରିୟା ଦାସ, ବିଡିଓ, ଯାଜପୁର ସୈାରଭ ଚକ୍ରବର୍ତ୍ତୀ, ଅତିରିକ୍ତ ତରହସିଦାର, ଯାଜପୁର ଅଜୟ କୁମାର ପରିଡା, ଅଧିକ୍ଷଣଯନ୍ତ୍ରୀ, କ୍ଷୁଦ୍ର ଜଳସେଚନ, ଇଂ ସଂଜୟ କୁମାର ବେହେରା, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ଇଂ କ୍ଷେତ୍ର ମୋହନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ ଜାରକା ଖଣ୍ଡ ଇଂ କାମଦେବ ଦାସ, ଅଧିକ୍ଷଣ ଯନ୍ତ୍ରୀ ଜଳସେଚନ, ଯାଜପୁର ଖଣ୍ଡ ଶରତ ଚନ୍ଦ୍ର ଘଡାଇ, ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି, ପାଣିକୋଇଲି ଇଂ ପୂର୍ଣ୍ଣ ଚନ୍ଦ୍ର ଦଳାଇ, ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଚ୍ଥାୟା ପ୍ରଦୀପ କୁମାର ପଟ୍ଟନାୟକ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଉଦିପ୍ତ କୁମାର ତ୍ରିପାଠୀ, ଅବକାରୀ ଅଧିକ୍ଷକ, ଯାଜପୁର ଅମରେନ୍ଦ୍ର କୁମାର ଜେନା, ସହକାରୀ ଉଦ୍ୟାନ କୃଷି, ଯାଜପୁର ରାଧାଶ୍ୟାମ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନିରଂଜନ କର, ଜିଲ୍ଲା ଶ୍ରମ ଅଧିକାରୀ ସନ୍ତୋଷ କୁମାର ମହାନ୍ତି, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରମୋଦ କୁମାର ରାଉତ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଲ୍ଳାଉଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
Sign in
Sign in
Recover your password.
A password will be e-mailed to you.