ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

1,543
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କର ପରିଚୟ ମିଳି ପାରି ନାହିଁ ।
ମିଳିଥିବା ସୂଚନା ଅନୁସାରେ ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି, ଫୋରେନସିକ୍ ଟିମ୍ ପହଂଚିି ତଦନ୍ତ ଚଳାଇଛନ୍ତି । ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗିଥିବା ସନ୍ଦେହ କରାଯାଉଛି । ମୃତଦେହ ନିକଟରୁ ଛୁରୀ, ଗ୍ଲୋବସ୍ ମିଳିଛି । ଏ ସବୁକୁ ତଦନ୍ତ ଲାଗି ଫୋରେନସିକ୍ ଟିମ୍ ସଂଗ୍ରହ କରିଛି ।
Leave A Reply

Your email address will not be published.