ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

152
ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
Leave A Reply

Your email address will not be published.