ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

712
ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏକ ଟ୍ୱିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ମା ଭାରତୀଙ୍କ ଅମର ସୁପୁତ୍ର ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀରେ ଶତ ଶତ ପ୍ରଣାମ । ତାଙ୍କର ଅଦମ୍ୟ ସାହସ, ଅଦ୍ଭୁତ ଶକ୍ତି ଏବଂ ଅସାଧାରଣ ବୁଦ୍ଧିମତା ଦେଶବାସୀଙ୍କୁ ଯୁଗ ଯୁଗ ଧରି ପ୍ରେରିତ କରିଆସୁଥିବ । ଜୟ ଶିବାଜୀ” ।
Leave A Reply

Your email address will not be published.