ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ଡିସପେନସେରିରେ କୋଭିଡ୍-୧୯ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ସେ ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ। ସେଠାରେ ସେ ଦିନ ୧୧ଟା ବେଳେ ପ୍ରଥମେ କରୋନା ଟିକା ନେଇଥିଲେ। ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି।
Sign in
Sign in
Recover your password.
A password will be e-mailed to you.