ଆଜି ଠାରୁ ଅନଲାଇନ୍ ରେ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢା

162
ଭୁବନେଶ୍ୱର: ଆଜି ଠାରୁ  ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହେବ । ରାଜ୍ୟରେ ସ୍ନାତକ ଓ ସ୍ନାତକୋତର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ୨୦୨୧ ଜାନୁଆରି ୧୧ ତାରିଖ ଠାରୁ ଅଫ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହୋଇଯାଇଛି । ସେହିପରି ୨୦୨୧ ଫେବ୍ରୁଆରି ୧୦ ତାରିଖ ଠାରୁ ସ୍ନାତକୋତର ପ୍ରଥମ ବର୍ଷ ଏବଂ ତିନି ବର୍ଷୀୟ ସ୍ନାତକ ପାଠ୍ୟକ୍ରମର ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ସହ ୪ ବର୍ଷୀୟ ସ୍ନାତକ ପାଠ୍ୟକ୍ରମର ତୃତୀୟ ବର୍ଷର ପିଲାଙ୍କ ପାଠପଢ଼ା ଅଫ୍‌ଲାଇନ୍ ମାଧ୍ୟମରେ ଆରମ୍ଭ ହୋଇଯାଇଛି ।
Leave A Reply

Your email address will not be published.