ପୁରୀ ଜିଲ୍ଲା ସ୍କୁଲକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ : ଅନୁପସ୍ଥିତ ଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ୍

186

ପୁରୀ: ପୁରୀ ଜିଲ୍ଲା ସ୍କୁଲକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଅଚାନକ ଗସ୍ତ କରିବା ସହ ବିଦ୍ୟାଳୟରେ କାର୍ଯ୍ୟରତ କେତେକ ଶିକ୍ଷକ ଶିକ୍ଷୟତ୍ରୀ ଅନୁପସ୍ଥିତ ଥିବା ଜାଣିବାକୁ ପାଇଥିଲେ । ଘଟଣାରେ ସମ୍ପୃକ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରୀ କରିଛନ୍ତି ମନ୍ତ୍ରୀ ।
ଅନ୍ୟପକ୍ଷରେ ଏହି ଖବର ପ୍ରଚାରିତ ହେବା ପରେ କାର୍ଯ୍ୟରେ ଖିଲାପ କରୁଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି ।

Leave A Reply

Your email address will not be published.