୩ ଦିନିଆ ଦିଲ୍ଲୀ ଗ୍ରସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଡୁମାଣୀ ଟିଭି ,୨୬/୩ : ଆସନ୍ତା ୨୯ରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବାର ସମ୍ଭାବନା । ମୁଖ୍ୟମନ୍ତ୍ରୀ ୩ ଦିନିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଶ୍ୱସ୍ତ ସୁତ୍ରରୁ ସୂଚନା ମିଳିଛି ।
ଏହି ଗସ୍ତ ସମୟରେ ସେ ଓଡ଼ିଶା ଭବନରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିବେ । ସେହିପରି ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ ଓ ଅଗଷ୍ଟରେ ଉପରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବିଜେପିର ଶୀର୍ଷ ନେତାଙ୍କ ସହ ଅଣଆନୁଷ୍ଠାନିକ ବିଚାରବିମର୍ଶ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

୩ ଦିନିଆ ଦିଲ୍ଲୀ ଗ୍ରସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
#DELHI#dumani tv#INDIA#naveen pattnayak#ODISHA#odisha CM