ରାଜ୍ୟରେ ଗୋଟିଏ ଦିନରେ ୩୫୩୫ କରୋନା ଆକ୍ରାନ୍ତ ଚିହ୍ନଟ


-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୩୫୩୫ ଜଣ ନୂଆ କରୋନା  ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୧୧୭୮୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୪୭୭୯୬ ରହିଛି ।