ନେତାଜୀ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ତାଙ୍କର ଦୃଢ ଆତ୍ମବିଶ୍ୱାସ, ଅନନ୍ୟ ବିଚାରଧାରା ଓ ଦେଶ ପ୍ରତି ସମପର୍ଣ ଭାବ ସର୍ବଦା ପ୍ରେରଣାଦାୟୀ ।