ଭୁବନେଶ୍ୱର,୧୮ା୧୦(ଡିକେ ନୁ୍ୟଜ): ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ କୋପୋରେଟିଭ୍ କଲେଜରୁ ଶିକ୍ଷାଲାଭ କରିଥିଲେ । ୧୯୮୦
ତଥା ବିଜେପି ନେତା ରଘୁବର ଦାସଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ମସିହାରେ ବିଜେପିର ଗଠନ ବେଳେ ରଘୁବର ଦଳର ପ୍ରତିଷ୍ଠାତା
ଭାବେ ନିଯୁକ୍ତ କରାଯାଇଛି । ଏ ନେଇ ବୁଧବାର ରାଷ୍ଟ୍ରପତି ଭବନ ସଦସ୍ୟ ଥିଲେ । ପୂର୍ବ ଜାମସେଦପୁର ଆସନରୁ ୧୯୯୫ରେ ପ୍ରଥମ
ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରଘୁବର ବର୍ତ୍ତମାନ ରାଜ୍ୟପାଳ ଥିବା ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହି ଆସନରୁ ସେ
ଗଣେଶୀ ଲାଲଙ୍କ ସ୍ଥାନ ନେବେ । ରଘୁବର ୫ ଥର ବିଧାୟକ ଭାବେ ୨୦୧୯ ଯାଏ କ୍ରମାଗତ ୫ ଥର ବିଧାନସଭାକୁ ନିର୍ବାଚିତ
ନିର୍ବାଚିତ ହୋଇଥିଲେ । ସେହିପରି ଇନ୍ଦ୍ରସେନ ରେ‡ୀ ଲାଲୁଙ୍କୁ ତ୍ରିପୁରା ହୋଇଥିଲେ । ୨୦୦୯ରେ ସେ ଝାଡ଼ଖଣ୍ଡର ଉପମୁଖମନ୍ତ୍ରୀ ଦାୟିତ୍ୱ
ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ୧୯୯୫ ମସିହା ମେ ୩ରେ ନିର୍ବାହ କରିଥିଲେ । ୨୦୧୪ରୁ ୨୦୧୯ ଯାଏ ସେ ଝାଡ଼ଖଣ୍ଡର
ଅବିଭକ୍ତ ବିହାରରେ ଜନ୍ମଗ୍ରହଣ କରିଥିବା ରଘୁବର ଜାମସେଦପୁର ଷଷ୍ଠ ତଥା ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।