ଭୁବନେଶ୍ୱର : ୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ୧ ହଜାର ୪୦ କୋଟି ୧୯ ଲକ୍ଷ ୨୭ ହଜାର ୬୦୫ ଟଙ୍କା ଖର୍ଚ୍ଚ ହୋଇଛି । ଏଥିରୁ ୩୮ କୋଟି ୮୬ ଲକ୍ଷ ଟଙ୍କା ସହାୟତା କେନ୍ଦ୍ର ସରକାର ଦେଇଛନ୍ତି । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏହି ସୂଚନା ଦେଇଛନ୍ତି ।
Sign in
Sign in
Recover your password.
A password will be e-mailed to you.