ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, କ୍ରୀଡ଼ାର ବିକାଶରେ ଓଡ଼ିଶାର ଅବଦାନ ପାଇଁ ହେବେ ସମ୍ମାନିତ

ଭୁବନେଶ୍ୱର: ମୁମ୍ବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଆଜିଠୁ ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ାର ବିକାଶରେ ଓଡ଼ିଶାର ଅବଦାନ ପାଇଁ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାରେ ଦୁଇ ଦୁଇ ଥର ହକି ବିଶ୍ବକପ୍ ଆୟୋଜନ କରି ପ୍ରଶଂସା…

ପରୀକ୍ଷା ଦେଉଥିଲେ ମା’, ଝିଅର ଯତ୍ନ ନେଲେ ମହିଳା କନଷ୍ଟେବଲ୍

ମାଲକାନଗିରି: ଅସମୟରେ ମଣିଷ ପଣିଆ ଦେଖାଇବା ଆମେ ଅନେକ ଖବର ଦେଖିଛେ । ହେଲେ ମାଲକାନଗିରି ଜିଲ୍ଲାରୁ ଯେଉଁ ଖବର ଆସିଛି, ତାହ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି । ପରୀକ୍ଷା ଦେବାକୁ ଯାଇଥିବା ଜଣେ ମା’ କୋଳରେ ଥିଲା ତା’ର ଛୋଟ ଶିଶୁ । ଛୁଆକୁ ସ୍ତନପାନ କରାଇବାକୁ ପରୀକ୍ଷା କେନ୍ଦ୍ରରେ…

ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ରାଜ୍ୟକୁ ସଫଳତା, ୩ଟି ବର୍ଗରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ସମ୍ମାନିତ

ନୂଆଦିଲ୍ଲୀ: ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ଟି ବର୍ଗରେ ସମ୍ମାନିତ । ପୁରୀ ରଥଯାତ୍ରା ଶ୍ରେଷ୍ଠ ପାର୍ବଣ ସ୍ଥଳ । ଶ୍ରେଷ୍ଠ ବନ୍ୟଜନ୍ତୁ ଭାବେ ଭିତରକନିକା ପୁରସ୍କୃତ ହୋଇଛି । ସେହିପରି କୋଣାର୍କକୁ ମିଳିଲା ଶ୍ରେଷ୍ଠ ଆଇକନିକ ପୁରସ୍କାର । ଏନେଇ ବିଭିନ୍ନ…

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ’ କଙ୍ଗାରୁଙ୍କ ପାଇଁ ଘାତକ ଜାଡେ଼ଜା-ଅଶ୍ୱିନ୍‌

ମୁମ୍ବାଇ : ମାର୍ଚ୍ଚ ୨ରୁ ଆରମ୍ଭ ହେବ ଭାରତ ଓ ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ମ୍ୟାଚ୍‌ । ଲଗାତାର ଦୁଇଟି ଟେଷ୍ଟ ମ୍ୟାଚ୍‌ ଜିତିବା ପରେ ଯଦି ଟିମ୍‌ ଇଣ୍ଡିଆ ଏହି ମ୍ୟାଚ୍‌ ହାତେଇବାରେ ସଫଳ ହୁଏ, ତେବେ ୱାର୍ଲ୍ଡ ·ମ୍ପିଆନସିପର ଫାଇନାଲକୁ ଯିବାର ରାସ୍ତା ସଫା ହୋଇଯିବ । ଅନ୍ୟପଟେ ଅଷ୍ଟ୍ରେଲିଆକୁ…

୨୭ରେ କୃଷକଙ୍କୁ ମିଳିବ ପିଏମ କିସାନର ୧୩ତମ କିସ୍ତି

ନୂଆଦିଲ୍ଲୀ: ହୋଲି ପୂର୍ବରୁ ପିଏମ କିସାନ ସମ୍ମାନ ନିଧି ଯୋଜନା ହିତାଧିକାରୀଙ୍କୁ ୧୩ତମ କିସ୍ତି ଜାରି କରିବେ କେନ୍ଦ୍ର ସରକାର । କେନ୍ଦ୍ର ସରକାର ୧୩ତମ କିସ୍ତି ରିଲିଜ୍‌ କରିବା ପାଇଁ ତାରିଖ ଏବଂ ସମୟ ଘୋଷଣା କରିଛନ୍ତି । କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଶନିବାର ଟ୍ୱିଟ୍‌ ଜରିଆରେ…

ଅନୁନ୍ନତ ରାଜ୍ୟରୁ ସଶକ୍ତ ଓ ସମୃଦ୍ଧ ଓଡ଼ିଶା

ଭୁବନେଶ୍ୱର : ପଛୁଆ, ଅନୁନ୍ନତ ରାଜ୍ୟରୁ ଓଡିଶାକୁ ଏକ ବିକାଶଶୀଳ ଏବଂ ଆଧୁନିକ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ପୂର୍ବରୁ ଯେଉଁ ଅଭିଯାନ ଆରମ୍ଭ ହୋଇଥିଲା, ଆଜି ତାହାର ସଫଳ ରୂପାୟନ ହେଉଛି । ପ୍ରତ୍ୟେକ କ୍ଷେତ୍ରରେ ଆଜି ଓଡ଼ିଶା ନିଜକୁ…

ଓଡ଼ିଶା ହେବ ପୂର୍ବ ଭାରତର ଡିଜିଟାଲ ହବ

ଭୁବନେଶ୍ୱର : ଓଡ଼ିଶାକୁ ଡାଟା ସେଣ୍ଟର ହବରେ ପରିଣତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନୀତି ପ୍ରଣୟନ କରିଛନ୍ତି । ଆଉ ଏହି ନୀତିକୁ ବଳ ଯୋଗାଇବା ପାଇଁ ଚଳିତ ବଜେଟରେ ସରକାର ସ୍ୱତନ୍ତ୍ର ବ୍ୟୟବରାଦ କରିଛନ୍ତି । ଡାଟାର ନିର୍ଭରଯୋଗ୍ୟତା ଏବଂ ସୁଲଭତା ପାଇଁ ପୁରୀଠାରେ ସମୁଦ୍ର ଗର୍ଭରେ ଏକ…

ପ୍ରଦୀପ ଜେନା ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ସରିଛି ମୁଖ୍ୟ ଶାସନ ସଚିବ ସସ୍‌ପେନ୍ସ । ରାଜ୍ୟ ପ୍ରଶାସନର ନୂଆ ମୁଖିଆ ହେବେ ପ୍ରଦୀପ କୁମାର ଜେନା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଦୀପ ଜେନା ଆସନ୍ତା ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ସେ…

୫ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଓ ନୂଆପଡ଼ା ଗସ୍ତ, ଫୋକସ୍‌ରେ ପଶ୍ଚିମ ଓଡ଼ିଶା

ଗୋଲାମୁଣ୍ଡା : ଆସନ୍ତା ୫ରେ କଳାହାଣ୍ଡି ଓ ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନେକ ଉନ୍ନୟନମୂଳକ କାର୍ଯ୍ୟର ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏଥର ଫୋକସ୍‌ରେ ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମଓଡ଼ିଶା । ୨୦୨୩ ପ୍ରଥମ ଦୁଇମାସରେ ମୁଖ୍ୟମନ୍ତ୍ରୀଙ୍କ…

କୃଷି ଅଭିବୃଦ୍ଧିରେ ଦେଶଠୁ ଆଗରେ ଓଡିଶା

ଭୁବନେଶ୍ବର: କୃଷିକୁ ଶିଳ୍ପ ମାନ୍ୟତା ଦେବା ସହ କୃଷକଙ୍କ ଆୟ ବୃଦ୍ଧି ପାଇଁ ସଶକ୍ତୀକରଣ ଯୋଜନା ପ୍ରଣୟନ କରି ରାଜ୍ୟ ସରକାର କୃଷିର ବିକାଶ ପାଇଁ ପ୍ରୟାସ ଜାରି ରଖିଛନ୍ତି । ସ୍ବତନ୍ତ୍ର କୃଷି ନୀତି ଯୋଗୁଁ ଓଡ଼ିଶାର କୃଷି ଅଭିବୃଦ୍ଧି ଜାତୀୟ ହାର ତୁଳନାରେ ଆଗରେ ରହିଛି । ଦେଶର କୃଷି ଅଭିବୃଦ୍ଧି…