ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ରାଉରକେଲା ଉଡ଼ିଲା ବିମାନ
ଭୁବନେଶ୍ୱରରୁ ରାଉରକେଲାକୁ ଉଡିଲା ବିମାନ । ଆଲଏନ୍ସ ଏୟାର ବିମାନ ଉଡାଣ ଆରମ୍ଭ କରିଛି । ପତାକା ଦେଖାଇ ଉଡ଼ାଣର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ଭର୍ଚ୍ଚୁଆଲରେ ଉଦ୍ଘାଟନ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ଏହି ଶୁଭାରମ୍ଭ…