ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ
ପୁରୀ, ୧୬ ଡ଼ିସେମ୍ବର - ଏକ ରାସ୍ତା ଦୁର୍ଘଟଣାରେ ଅବକାରୀ ବିଭାଗରେ କାର୍ଯ୍ୟରତ କନଷ୍ଟେବଳ ପର୍ଶୁରାମ ମହାନ୍ତିଙ୍କ ବିଧବା ପତ୍ନୀ ସନ୍ଜୁକ୍ତା ମହାନ୍ତିଙ୍କୁ ୨୧ ଲକ୍ଷ ୯୮ ହଜାର ୨୦ ଟଙ୍କା ପ୍ରଦାନ କରାଯାଇଛି।ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ପରାମର୍ଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ…