ଜୟପୁରରେ ପଥ ଉତ୍ସବ
ଜୟପୁର, ୧୧ ଡିସେମ୍ବର - ଜୟପୁର ମୁଖ୍ୟ ରାସ୍ତାରେ ପଥ ଉତ୍ସବ ଅନୁଷ୍ଠିତ ହୋଇଛିି । ଜିଲା ପ୍ରଶାସନ ତରଫରୁ ଜୟପୁର ପୌରପାଳିକା ଦ୍ଵାରା ଏହି ପଥ ଉତ୍ସବ ଅନୁଷ୍ଠିତ ହୋଇଛି। ବିଧାୟକ ତାରା ପ୍ରସାଦ ବାହିନିପତିଙ୍କ ଉଦ୍ୟମରେ ଏହି ପଥ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ପୌର କାଯ୍ୟନିର୍ବାହି ଅଧିକାରି…