ଦେଶକୁ ସୁଦୃଢ଼ କରିବାକୁ ହେଲେ ଆମ ଜନଜାତି ସମୁଦାୟକୁ ସଶକ୍ତ କରିବାକୁ ହେବ : ଅର୍ଜୁନ ରାମ ମେଘୱାଲ
ନୂଆଦିଲ୍ଲୀ, 16 ନଭେମ୍ବର : ଦେଶକୁ ସୁଦୃଢ଼ କରିବାକୁ ହେଲେ ଆମ ଜନଜାତି ସମୁଦାୟକୁ ସଶକ୍ତ କରିବାକୁ ହେବ । ଏହା କହିଛନ୍ତି କେନ୍ଦ୍ର ସଂସ୍କୃତି ଓ ସଂସଦୀୟ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ । ଭୁବନେଶ୍ବର ଠାରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋଶଲ ସାଇନ୍ସେସ (କିସ)…