ଲୋକଙ୍କ ସରକାର ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ସଦାସର୍ବଦା କାର୍ଯ୍ୟରତ : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର, : ଆଜି ଭଦ୍ରକ ଜିଲ୍ଲା ଧାମନଗର ପଂଚାୟତ ସମିତି ଅଧୀନସ୍ଥ ରଇପୁରଠାରେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଆଜିର ଏହି ଜନ ଅଭିଯୋଗ ଶୁଣାଣି…