କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି । ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ…