ଓଡ଼ିଶାରେ ଏଚସିଏଲ ଟେକ୍ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବ
ନୂଆଦିଲ୍ଲୀ/ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଏଚସିଏଲ ଟେକ୍ ଖୁବ୍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ । ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ସୋମବାର ସେ ଏହି ଘୋଷଣା କରିଛନ୍ତି । ଦୁଇ ଦିନିଆ ନୂଆଦିଲ୍ଲୀ…