ମୋଦି ସରକାରଙ୍କ ବଡ଼ ଘୋଷଣା, ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ)ରେ ୨ପ୍ରତିଶତ ବୃଦ୍ଧିକୁ ମଞ୍ଜୁରୀ ଦେଇଛି । ସରକାର ମାର୍ଚ୍ଚ ମାସରେ ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି । ଏପରି କ୍ଷେତ୍ରରେ, ଦୁଇ…