ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ
ସମ୍ବଲପୁର/ଭୁବନେଶ୍ୱର, : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ୨୧ ତାରିଖ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବେ ଅମିତ ଶାହ । ରାତିରେ ଏମସିଏଲ ଗେଷ୍ଟ ହାଉସରେ ରହିବେ । ୨୨ ତାରିଖ ସକାଳେ ସମଲେଇ ଦର୍ଶନ ପରେ ପିଏ ଡି ପଡ଼ିଆରେ ବିଭିନ୍ନ ଉନ୍ନୟନ ମୂଳକ…