ଉତ୍କଳ ଆଲୁମିନା ପକ୍ଷରୁ ସୌରଚାଳିତ ଶୀତଳ ଭଣ୍ଡାର ଉଦ୍‌ଘାଟିତ

ରାୟଗଡା,: ଆଧିବାସୀ ଅଧ୍ୟୁଷିତ ଅଞ୍ଚଳରେ କୃଷକଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ଉତ୍କଳ ଆଲୁମିନା ପକ୍ଷରୁ ପ୍ରମୁଖ ଭୂମିକା ଗ୍ରହଣ କରାଯାଇଅଛି । ଏହି ପରିପ୍ରେକ୍ଷୀରେ କମ୍ପାନୀ ସିଏସଆର ବିଭାଗ ହରିଆଲି ପ୍ରକଳ୍ପ ଅଧିନରେ କାଶୀପୁର ବ୍ଲକ ଅନ୍ତର୍ଗତ ବିଲାମାଳ ଗ୍ରାମରେ ସୌର ଚାଳିତ ଶୀତଳ…

ରାଜ୍ୟରେ ପାରଦ ଉପର ମୁହାଁ: ୩୫ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର,: ରାଜ୍ୟରେ ଦିନକୁ ଦିନ ପାରଦ ଉପର ମୁହାଁ ହେବାରେ ଲାଗିଛି । ରବିବାର ଅପରାହ୍ନ ସାଢେ ୨ଟା ସୁଦ୍ଧା ରାଜଧାନୀ ବନେଶ୍ୱରରେ ତାପମାତ୍ରା ୩୫.୬ ଡିଗ୍ରୀରେ ପହଞ୍ଚିଛି । ମାର୍ଚ୍ଚ ଆରମ୍ଭରୁ ତାତି ବଢିବା ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ଅନ୍ୟପକ୍ଷେ ଚାନ୍ଦବାଲିରେ ତାପମାତ୍ରା…

ମାର୍ଚ୍ଚ ୮ରେ ଏକ କୋଟି ମହିଳାଙ୍କୁ ସୁଭଦ୍ରା ଅର୍ଥ ପ୍ରଦାନ

ଭୁବନେଶ୍ୱର,: ପ୍ରତ୍ୟେକ ମହିଳାମାନଙ୍କ ମଧ୍ୟରେ ପ୍ରତିଭା ରହିଛି । ଏହାର ଉପଯୋଗ କରି ସେମାନେ ଜଣେ ଜଣେ ଉଦ୍ୟୋଗୀ ହୋଇ ପାରିବେ । ବର୍ତ୍ତମାନ ପର୍ଯ୍ୟନ୍ତ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇ ଥିବା ବେଳେ ମାର୍ଚ୍ଚ ୮ ତାରିଖରେ ଏକ କୋଟି ମହିଳାଙ୍କୁ ସୁଭଦ୍ରା ଅର୍ଥ ପ୍ରଦାନ କରାଯିବ…

ଭଡ଼ାରେ ରହିବେ ଶାହାରୁଖ ଖାନ

ମୁମ୍ବାଇ, : କିଙ୍ଗ୍‌ ଖାନ୍ ଶାହାରୁଖଙ୍କ ପ୍ରଶଂସକଙ୍କ ଲାଗି ମୁମ୍ବାଇରେ ଥିବା ତାଙ୍କ ଘର \"ମନ୍ନତ\' ଐତିହ୍ୟସ୍ଥଳ ଭଳି ଘର ବାହାରେ ପ୍ରତ୍ୟେହ ପ୍ରଶଂସକଙ୍କ ଭିଡ଼ ଜନ୍ମେ । ସମସ୍ତେ ତାଙ୍କର ଏକ ଝଲକ ପାଇବା ଲାଗି ଚାତକ ଭଳି ଘଣ୍ଟା ଘଣ୍ଟା ଯାଏ ଅପେକ୍ଷା କରି ରହିଥାନ୍ତି । ହେଲେ ଏବେ…

କୋହଲିଙ୍କ ଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ: ପଣ୍ଟିଂ

ଦୁବାଇ,: ମୁଁ ବିରାଟ କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ ବୋଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ କହିଛନ୍ତି । ଏଥିସହିତ କୋହଲି ୫୦ ଓଭର ଫର୍ମାଟରେ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ସର୍ବାଧିକ ରନ କରିବାର ରେକର୍ଡକୁ ପଛରେ ପକାଇପାରନ୍ତି ବୋଲି ସେ…

ଖାଓ ଗଳି ଉଦ୍‌ଘାଟିତ

ସମ୍ବଲପୁର,: ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଜେଲ୍ ଛକ ଠାରେ ମୁକ୍ତା ଯୋଜନାରେ ତିଆରି ହୋଇଥିବା ସୁଆଦ୍ ସମ୍ବଲପୁର (ଖାଓ ଗଳିକୁ) ମାନ୍ୟବର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ,…

ସରକାରୀ ଜମିରୁ କାଠ ମାଫିଆ ଲୁଟିନେଲେ ଲକ୍ଷ ଲକ୍ଷ ଟଙ୍କାମୂଲ୍ୟର ଜୀବନ୍ତ ଗଛ

ନିଶ୍ଚିନ୍ତକୋଇଲି,: ପରିବେଶର ସୁରକ୍ଷା ନିମନ୍ତେ ସରକାର ଅଧିକରୁ ଅଧିକ ବନୀକରଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି । ଏଥିନିମନ୍ତେ ସରକାରୀ ରାଜକୋଷରୁ କୋଟି କୋଟି ଟଙ୍କା ବିନିଯୋଗ ହେଉଛି । ଏପରିସ୍ଥଳେ ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳ ପୋଲିସ ପ୍ରଶାସନ ସର୍ବୋପରି ବନ ବିଭାଗର ଜ୍ଞାତସାରରେ…

୨୦୨୫ ସୁଦ୍ଧା ଉତ୍ପାଦନ ପାଇଁ ପ୍ରସ୍ତୁତ ହୋଇଯିବ ଭାରତର ପ୍ରଥମ ସ୍ୱ୍ୱଦେଶୀ ସେମିକଣ୍ଡକ୍ଟର ଚିପ୍‌

ନୂଆଦିଲ୍ଲୀ, : କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଭୋପାଳରେ ଆୟୋଜିତ ବିଶ୍ୱ ନିବେଶକ ସମ୍ମିଳନୀ ୨୦୨୫ର ଦ୍ୱିତୀୟ ଦିନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଛନ୍ତି । ଏହି ଅବସରରେ ଅଶ୍ୱିନୀ ବୈଷ୍ଣବ ନୂତନ ବୃକ୍ଷରୋପଣ ପାଇଁ ଏଚଏଲବିଏସ ପରିବାରକୁ ଅଭିନନ୍ଦନ ଜଣାଇଥିଲେ । ସେ ଏହା…

୨୮ରୁ ବଢ଼ିବ ତାତି

ଭୁବନେଶ୍ୱର, : ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ୨୮ ତାରିଖରୁ ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ । ବୌଦ୍ଧରେ ସର୍ବାଧିକ…

ଏଣିକି ଛୋଟ ପିଲାଙ୍କ ସାକ୍ଷୀ ଗ୍ରହଣଯୋଗ୍ୟ

ନୂଆଦିଲ୍ଲୀ,: ସାରା ବିଶ୍ୱରେ ଏପରି ଅନେକ ହତ୍ୟା ମାମଲା ଘଟିଛି ଯାହା ଆଜି ପର୍ଯ୍ୟନ୍ତ ସମାଧାନ ହୋଇପାରି ନାହିଁ । ଭାରତରେ ମଧ୍ୟ ଗତ କିଛି ବର୍ଷ ମଧ୍ୟରେ ଏପରି ମାମଲା ସାମ୍ନାକୁ ଆସିଛି । ଯେଉଁଠାରେ ପୋଲିସ କୌଣସି ପ୍ରମାଣ କିମ୍ବା ସାକ୍ଷୀ ପାଇପାରି ନାହିଁ । କିଛି ଦିନ ପୂର୍ବରୁ ସମାନ ଏକ…