ଆଇପିଏଲ୍କୁ ଫେରିବା ଲକ୍ଷ୍ୟରେ କୁମିନ
ସିଡ୍ନୀ,: ଅଷ୍ଟ୍ରେଲିଆ ଟେଷ୍ଟ ଅଧିନାୟକ ପ୍ୟାଟ୍ କୁମିନ୍ସ ଲଡର୍ସରେ ଜୁନ୍ ୧୧ରୁ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ
ୱାଲର୍ଡ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ପୂର୍ବରୁ ସମ୍ପୂର୍ଣ୍ଣ ଫିଟ୍ ହୋଇଯାଇଥିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏଥିପାଇଁ ସେ ଆସନ୍ତା ଇଣ୍ଡିଆନ…