୧୯ରୁ ୨୧ ପର୍ଯ୍ୟନ୍ତ ୯ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର,: ଶୀତ ସରିଗଲାଣି । ଖରା ଆସିଗଲାଣି । ରାଜ୍ୟରେ ପାଗ ଏବେ ମୁଖ୍ୟତଃ ଶୁଖିଲା ଥିବା ବେଳେ ଆଗକୁ କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ,…

ଯୋରନ୍ଦା ମେଳାରେ ମୁଖ୍ୟମନ୍ତ୍ରୀ

ଢ଼େଙ୍କାନାଳ ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।ମୁଖ୍ୟମନ୍ତ୍ରୀ ଯୋରନ୍ଦା ଯାଇ ସେଠାରେ ବିଶ୍ବ ପ୍ରସିଦ୍ଧ ମାଘ ମେଳାରେ ଯୋଗଦେଇଥିଲେ। ଯୋରନ୍ଦାରେ ପହଞ୍ଚି ଧୂନି ମନ୍ଦିରରେ ଅଲେଖ ସ୍ବାମୀଙ୍କ ଆଶୀର୍ବାଦ ନେଇଥିଲେ।ଏହା ପରେ ଭଜନ ମଣ୍ଡପରେ କିଛି ସମୟ ବସି ସେଠାରେ ସାଧୁ ମାନଙ୍କ…

ଅଙ୍କିତା ଲୋଖଣ୍ଡେ ବିରୋଧରେ ମାନହାନି ମାମଲା ରୁଜୁ

ଟିଭି ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ବିରୋଧରେ ମାନହାନି ମାମଲା ରୁଜୁ । ସୋସିଆଲ ମିଡି଼ଆରେ ଅପମାନଜନକ ପୋଷ୍ଟ କାରଣରୁ ଅନ୍ଧେରୀ ମାଜିଷ୍ଟ୍ରେଟ କୋର୍ଟରେ ଅଙ୍କିତାଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିଛନ୍ତି ଅଭିନେତ୍ରୀ ରୋଜାଲିନ ଖାନ ୟଯାହାକୁ ନେଇ ସୋସିଆଲ ମିଡି଼ଆରେ ଝଡ଼ ସୃଷ୍ଟି କରିଛି ।…

ଯକ୍ଷ୍ମା ନିରାକରଣ ସଚେତନତା କାର୍ଯ୍ୟକ୍ରମ

ଜଗତସିଂହପୁର, ଜିଲ୍ଲା ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ସମ୍ମିଳନୀ କକ୍ଷରେ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଏବଂ ୧୦୦ ଦିନିଆ ଯକ୍ଷ୍ମା ନିରାକରଣ ସମ୍ବନ୍ଧ ରେ ଏକ ସଚେତନା କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ…

ପାକିସ୍ତାନ ଖେଳାଳିଙ୍କ ଉପରେ ଲାଗିଲା ଜୋରିମନା

ନୂଆଦିଲ୍ଲୀ, : ଆଇସିସି ତିନି ଜଣ ପାକିସ୍ତାନୀ ଖେଳାଳିଙ୍କ ଉପରେ ଜୋରିମନା ଲଗାଇଛି । ପାକିସ୍ତାନ ଶାହିନ ଆଫ୍ରିଦି, ସୌଦ ଶକିଲ ଏବଂ କମରାନ ଗୁଲାମଙ୍କୁ ଆଇସିସି ଦଣ୍ଡ ଦେଇଛନ୍ତି । ଗୁରୁବାର ଆଇସିସି ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛି । ତ୍ରିକୋଣୀୟ ସିରିଜର ତୃତୀୟ ମ୍ୟାଚରେ ପାକିସ୍ତାନ…

ଖଣ୍ଡକୋଟା ଧନୁଯାତ୍ରା ସମାଜରେ ଭାଇଚାରା ଓ ସୁଶାସନ ପ୍ରତିଷ୍ଠା କରୁଛ

ସମ୍ବଲପୁର,: ଧନୁଯାତ୍ରା ଉତ୍ସବ ସମାଜରେ ଭାଇଚାରା ଏବଂ ସୁଶାସନ ପ୍ରତିଷ୍ଠା କରିବା ଦିଗରେ ଅନ୍ୟତମ ମାଧ୍ୟମ ହୋଇଛି ବୋଲି ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ଖଣ୍ଡକୋଟା ଠାରେ ଆୟୋଜିତ ୩୨ତମ ବିରାଟ ଧନୁଯାତ୍ରା ମହୋତ୍ସବରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ବିଷାକ୍ତ ମଦ କାରବାର ରୋକିବା ଉପରେ ଗୁରୁତ

ଭୁବନେଶ୍ୱର,: ରାଜ୍ୟରେ ନୂଆ ଅବକାରୀ ନୀତି ୨୦୨୫-୨୬ ପାଇଁ ଏକ ପ୍ରସ୍ତୁତି ବୈଠକ ଅବକାରୀ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାର ସବୁବେଳେ ସାଧାରଣ ଲୋକଙ୍କ ଜୀବନ ଓ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସିଛନ୍ତି ।…

୪ ମାସରେ ଟଙ୍କା ୩.୩% ଦୁର୍ବଳ

ନୂଆଦିଲ୍ଲୀ,: ମୁଦ୍ରା ବିନିମୟ ବଜାରରେ ଡଲାର ତୁଳନାରେ ଟଙ୍କା ଦର ଗତ କିଛିମାସ ହେଲା କମିବାରେ ଲାଗିଛି । ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ଘେରିଛନ୍ତି । ଏଭଳି ସ୍ଥିତିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି । ଉଭୟ ଘରୋଇ ଏବଂ ବୈଦେଶିକ…

ଜେଏସ୍‌ଡବ୍ଲ୍ୟୁ-ଶିବା ସିମେଣ୍ଟ ଆନୁକୂଲ୍ୟରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ

ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ ତେଲିଘନା ଜେଏସ୍ ଡବ୍ଲ୍ୟୁଶିବା ସିମେଣ୍ଟ କରଖାନା ସିଏସ୍‌ଆର ବିଭାଗ ଆନୁକୂଲ୍ୟରେ କୁତ୍ରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମାରୋଗ ମୁକ୍ତ ଭାରତ ଅଭିଯାନ ସମ୍ପର୍କିତ ଏକ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କମ୍ପାନୀର ଜମିଜମା…

ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ, : ମଣିପୁରରେ ଗୁରୁବାର ସନ୍ଧ୍ୟାରୁ ଲାଗୁ ହୋଇଛି ରାଷ୍ଟ୍ରପତି ଶାସନ । ଏନ୍ ବୀରେନ ସିଂହ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର ୪ ଦିନ ପରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଛି । ଏହା ସହିତ ୧୯୫୧ରୁ ଏପର୍ଯ୍ୟନ୍ତ ମଣିପୁରରେ ଏକାଦଶ ଥର ପାଇଁ ଜାରି ହୋଇଛି ରାଷ୍ଟ୍ରପତି ଶାସନ…