ଲିଙ୍ଗଗତ ବୈଷମ୍ୟ ଦୂର ପାଇଁ ବେଟି ବଚାଓ, ବେଟି ପଢାଓ ଏକ ପ୍ରମୁଖ ମାଧ୍ୟମ
ନୂଆଦିଲ୍ଲୀ,: ବେଟି ବଚାଓ, ବେଟି ପଢାଓ ଅଭିଯାନର ଦଶବର୍ଷ ପୂର୍ତ୍ତି ଉପଲକ୍ଷେ ଏହା ଏକ ଯୁଗାନ୍ତକାରୀ, ଜନଶକ୍ତି ଆଧାରିତ କାର୍ଯ୍ୟକ୍ରମ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିହିତ କରିଛନ୍ତି । ଲିଙ୍ଗଗତ ବୈଷମ୍ୟ ଦୂର କରିବା ଓ ଝିଅଙ୍କୁ ସଶକ୍ତ କରିବା ଦିଗରେ ଏହି ଅଭିଯାନ ଏକ ସଫଳ ମାଧ୍ୟମ…