୫ରେ ମହାକୁମ୍ଭରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,: ଉତ୍ତରପ୍ରଦେଶ ପ୍ରୟାଗରାଜରେ ଭବ୍ୟ ଦିବ୍ୟ ମହାକୁମ୍ଭ ମେଳା ଜାରି ରହିଛି । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଜମୁଛି । ଆସନ୍ତା ଫେବ୍ରୁଆରୀ ୫ ତାରିଖରେ କୁମ୍ଭମେଳାରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରୟାଗରାଜ ମହାକୁମ୍ଭରେ ବୁଡ ପକାଇପାରନ୍ତି…

ପୁଅକୁ ହିରୋ କରିବାକୁ ସର୍ବସ୍ୱ ବନ୍ଧକ ରଖିଥିଲେ ନିଦେ୍ର୍ଦଶକ

ମୁମ୍ବାଇ,: ୨୫ ବର୍ଷ ପୂର୍ବେ, ଏହି ଅଭିନେତା ବଲିଉଡରେ ଡେବ୍ୟୁ କରି ସିନେମା ଜଗତକୁ ଦୋହଲାଇ ଦେଇଥିଲେ । ସେ ଭାରତୀୟ ଚଳଚ୍ଚିତ୍ର ଶିଳ୍ପର ଏକମାତ୍ର ଅଭିନେତା ଯିଏ ନିଜର ପ୍ରଥମ ଚଳଚ୍ଚିତ୍ରରୁ ହିଁ ପ୍ରସିଦ୍ଧ ହୋଇଥିଲେ । ଏହି ଅଭିନେତାଙ୍କୁ ତାଙ୍କ ନିଦେ୍ର୍ଦଶକ ପିତା ତାଙ୍କର ସର୍ବସ୍ୱ ବନ୍ଧକ…

ଜାତୀୟ ସ୍କୋର୍ଟସ କ୍ଲାଇମ୍ବିଂ: ସାହିଲଙ୍କୁ ଐତିହାସିକ ରୌପ୍ୟ

ଭୁବନେଶ୍ୱର, ୨: ଜାତୀୟ ସ୍ପୋର୍ଟସ କ୍ଲାଇମ୍ବିଂରେ ଇତିହାସ ରଚିଛନ୍ତି ଓଡ଼ିଆ ପୁଅ ସାହିଲ କୁମାର ଦାସୟ ବେଙ୍ଗାଲୁରୁ ଠାରେ ରବିବାର ଶେଷ ହୋଇଥିବା ୨୮ତମ ଜାତୀୟ ସ୍ପୋର୍ଟସ କ୍ଲାଇମ୍ବିଂ ପ୍ରତିଯୋଗିତାରେ ସାହିଲ ଉପକନିଷ୍ଠ ବର୍ଗର ସ୍ପିଡ୍ କ୍ଲାଇମ୍ବିଂରେ ରେପ୍ୟ ପଦକ ଜିତି ଓଡ଼ିଶା କ୍ରୀଡ଼ାରେ ବିରଳ…

ଜୁପିଟର ପବ୍ଲିକ ସ୍କୁଲର ୧୦ମ ତମ ବାର୍ଷିକ ଉତ୍ସବ

ବ୍ରହ୍ମପୁର,: ଆଜି ସ୍ଥାନୀୟ କନିଶି ହାଟ ସ୍ଥିତ ଜୁପିଟର ପବ୍ଲିକ୍ ସ୍କୁଲର ୧୦ମ ବାର୍ଷିକ ଉତ୍ସବ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଛି । ସଭାପତି ରଜନୀକାନ୍ତ ପାତ୍ର ଓ କମିଟି ମେମ୍ବରଙ୍କ ଅଧ୍ୟକ୍ଷତା ଓ ସହଯୋଗରେ ଅନୁଷ୍ଠିତ ହୋଇଥିବା ଉକ୍ତ ଉତ୍ସବରେ ସ୍ଥାନୀୟ ଉପାଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ…

ଜିଲ୍ଲା କଳାହାଣ୍ଡି, ଭରସା ନବରଙ୍ଗପୁର ଜିଲ୍ଲା

ନବରଙ୍ଗପୁର,: ଦୁର୍ଗମ ଅଞ୍ଚଳରେ ଦୁର୍ଦ୍ଦଶା ଅନେକ, ପାଉ ନାହାଁନ୍ତି ଶିକ୍ଷା, ଗମନାଗମନର ସୁବିଧା ଓ ପ୍ରାକ ଶିକ୍ଷା । କଳାହାଣ୍ଡିରେ ଜିଲ୍ଲାରେ କେବଳ ପଞ୍ଚାୟତ ·ଉଳ ପାଉଛନ୍ତି ଆଉ ଶିକ୍ଷାୟ, ମେଡ଼ିକାଲ, ବାଣିଜ୍ୟ ବ୍ୟବସାୟ, ·ଲିଚଳଣୀ ସବୁ ନବରଙ୍ଗପୁର ଜିଲ୍ଲାରେ । କଳାହାଣ୍ଡି ଜିଲ୍ଲାରେ ·ଉଳ…

ଓଡ଼ିଶା ବିଧାନ ସଭା ପବ୍ଲିକ୍ ଅଣ୍ଡର ଟେକିଂ କମିଟିର ଭଦ୍ରକ ଗସ୍ତ

ଭଦ୍ରକ,: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଓଡ଼ିଶା ବିଧାନ ସଭାର ପବ୍ଲିକ ଅଣ୍ଡର ଟେକିଂ କମିଟି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ୩ ଜିଲ୍ଲା ଗସ୍ତରେ ଆସି ପ୍ରଥମେ ଭଦ୍ରକରେ ପହଞ୍ଚô କ୍ଷେତ୍ର ପରିଦର୍ଶନରେ ଯାଇଥିଲେ । କମିଟିର ଅଧ୍ୟକ୍ଷ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ…

କୋଟପାଡ଼ ବ୍ଲକ ଏକ୍ସକ୍ୟାଡର ଶିକ୍ଷକ ସଂଘ ଗଠିତ

କୋଟପାଡ଼,:ଇତି ମଧ୍ୟରେ କୋଟପାଡ଼ ବ୍ଲକ ଏକ୍ସକ୍ୟାଡର ଶିକ୍ଷକ ସଂଘ ଗଠିତ ହୋଇଥିବା ଖବର ହସ୍ତଗତ ହୋଇଛି । ଉକ୍ତ ବୈଠକରେ ସ୍ୱର୍ଗତ ଏକ୍ସକ୍ୟାଡର ଶିକ୍ଷକ ଘାସିରାମ ହରିଜନଙ୍କ ଅମର ଆତ୍ମାର ସଦଗତି କାମନା ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିବା ପରେ କୋଟପାଡ଼ ବ୍ଲକସ୍ତରରେ ଏକ୍ସକ୍ୟାଡର…

ବିଜେଡି ଏବେ ନିଜେ ପକାଇଥିବା ଛେପ ନିଜେ ଢୋକୁଛି

ଭୁବନେଶ୍ୱର,: ରେମୁଣାର ପୂର୍ବତନ ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କ ଉପରୁ ବିଜେଡି ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଏବେକାର ବିଜେପି ନେତା ସମୀରରଞ୍ଜନ ଦାଶ । ସେ କହିଛନ୍ତି, ସୁଧାଂଶୁ ଶେଖର ପରିଡ଼ାଙ୍କ ବହିଷ୍କାର ଆଦେଶ ବିଜେଡି…

ପରିଚୟ ସଙ୍କଟରୁ ବର୍ତ୍ତିବା ପାଇଁ କଂଗ୍ରେସ କରୁଛି ପ୍ରୟାସ: ଅଭିଳାଷ ପଣ୍ଡା

ଭୁବନେଶ୍ୱର,: ଓଡ଼ିଶାରେ କଂଗ୍ରେସର ଶାଖାକୁ କେନ୍ଦ୍ରୀୟ କମିଟି ବନ୍ଦ କରି ଦେଇଛନ୍ତି । ଏଠାରେ କଂଗ୍ରେସର ନାଁ ଅଛି ସଙ୍ଗଠନ, ନାଁ ଅଛନ୍ତି ସଭାପତି, ନାଁ ଅଛି କୌଣସି କାର୍ଯ୍ୟକାରିଣୀ । ଗୋଟିଏ ବାକ୍ୟରେ କହିବାକୁ ଗଲେ ଓଡ଼ିଶାରେ କଂଗ୍ରେସ ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟିଯାଇଛି ବୋଲି ରାଜ୍ୟ…

କିସ୍‌ର ୩ ବିଶ୍ୱ ବିଜୟୀଙ୍କୁ ଅଭିନନ୍ଦନ ଜଣାଇଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର,: ପାରମ୍ପରିକ କ୍ରୀଡ଼ା ଖୋଖୋରେ କିସ୍‌ ବିଶ୍ୱବିଦ୍ୟାଳୟର ୩ ଖେଳାଳି ପାବନି ଶବର, ଶୁଭଶ୍ରୀ ସିଂହ ଓ ମାଗାଇ ମାଝି ଇତିହାସ ରଚିଛନ୍ତି । ନୂଆଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ପ୍ରଥମ ଖୋ ଖୋ ବିଶ୍ୱକପରେ ଉଭୟ ପୁରୁଷ ଓ ମହିଳାରେ ଆୟୋଜକ ଭାରତ ବିଜେତା ହୋଇଛି…