ସହଜ ଗମନାଗମନ ଆଜି ଭାରତ ପାଇଁ ସର୍ବୋଚ୍ଚ ପ୍ରାଥମିକତା
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତର ସର୍ବବୃହତ ମୋବିଲିଟି ଏକ୍ସପୋ \"ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ - ୨୦୨୫\'କୁ ଉଦଘାଟନ କରିଛନ୍ତି । ସଭାକୁ ସମ୍ବୋଧିତ କରି ସେ କ୍ରମାଗତଭାବେ ତୃତୀୟଥର ପାଇଁ ସରକାର ଗଠନ ଲାଗି ନିର୍ବାଚିତ…