ବିଶ୍ୱ ହିନ୍ଦୀ ଦିବସ ଅବସରରେ ଆଇଓବି ବ୍ରହ୍ମପୁର ପକ୍ଷରୁ ବିଭିନ୍ନ ପ୍ରକାର ପ୍ରତିଯୋଗିତା

ବ୍ରହ୍ମପୁର,: ବିଶ୍ୱ ହିନ୍ଦୀ ଦିବସ ଅବସରରେ ଇଣ୍ଡିଆନ୍‌ ଓଭରସିଜ୍ ବ୍ୟାଙ୍କ ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ତରଫରୁ ଏକ ବୈଠକର ଆୟୋଜନ କରାଯାଇଥିବା ସହ ବିଭିନ୍ନ ପ୍ରକାରର ପ୍ରତିଯୋଗିତାମାନ ଆୟୋଜନ କରାଯାଇଥିଲା । ବ୍ରହ୍ମପୁର କ୍ଷେତ୍ରର ବରିଷ୍ଠ କ୍ଷେତ୍ରୀୟ ପ୍ରବନ୍ଧକ ଖୁର୍ସିଦ୍ ରବାନୀ…

ଅଷ୍ଟମ ବେତନ କମିଶନକୁ କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ,: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାରୟ ୮ମ ବେତନ କମିଶନକୁ ମଞ୍ଜୁରୀ ପ୍ରଦାନ କଲା କେନ୍ଦ୍ର କ୍ୟାବିନେଟ୍ । ଫଳରେ କେନ୍ଦ୍ର ସରକାରଙ୍କ କର୍ମଚାରୀ ଓ ପେନଶନଧାରୀ ପାଇବେ ଏହାର ଲାଭ । ଏଥିପାଇଁ ସରକାର ଖୁବ୍ ଶୀଘ୍ର ଏକ କମିଟି ଗଠନ କରିବେ । ଗୁରୁବାର ପ୍ରଧାନମନ୍ତ୍ରୀ…

୫ ଦିନିଆ ଭାରତ ଗସ୍ତରେ ସିଙ୍ଗାପୁର ରାଷ୍ଟ୍ରପତି

ନୂଆଦିଲ୍ଲୀ, : ୫ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଟି.ଶାନମୁଗରତ୍ନମ । ଭାରତସିଙ୍ଗାପୁର ଦ୍ୱିପାକ୍ଷିକ ସମ୍ପର୍କ ୬୦ ବର୍ଷ ପୂରଣ କରିଥିବା ବେଳେ ଶାନମୁଗରତ୍ନମଙ୍କ ଭାରତ ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି । ତେବେ ସିଙ୍ଗାପୁର ରାଷ୍ଟ୍ରପତି ମଙ୍ଗଳବାର ସନ୍ଧ୍ୟାରେ…

ଇସ୍ରୋର ତୃତୀୟ ଲଞ୍ଚ ପ୍ୟାଡ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁର

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ଇସ୍ରୋର ସତୀଶ ଧୱନ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ ପ୍ୟାଡ (ଟିଏଲପି) ପ୍ରତିଷ୍ଠା ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଇସ୍ରୋର…

ସବୁଠି ଚାଲିଛି ମିଲର୍‌ଙ୍କ ରାଜୁତି, ମିଲର୍‌ଙ୍କ ମନମାନିକୁ ନେଇ ଜିଲା ଯୋଗାଣ ବିଭାଗ ନିକଟରେ ଦ୍ୱାରସ୍ଥ ହେଲେ ଚାଷୀ

ଏବେ ସବୁଠି ମିଲର୍‌ଙ୍କ ମନମାନିକୁ ନେଇ ଚାଷୀଙ୍କ ଅଭିଯୋଗ। କେଉଁଠି ମିଲର ୭୫ କେଜି ଧାନ ବସ୍ତାରେ ୭୯ କେଜି ମାଗୁଛନ୍ତି ତ କେଉଁଠି ୭୮ କେଜି ମାଗୁଛନ୍ତି ନଚେତ ଧାନ ଉଠିବ ନାହିଁ ବୋଲି ଚାଷୀଙ୍କୁ କହୁଛନ୍ତି ମିଲର । ଏହିଭଳି ଘଟଣା ଛତ୍ରପୁର ବ୍ଲକ ବିପୁଳିଙ୍ଗି ସେବା ସମବାୟ ସମିତି ଓ…

ଜନସେବା ଦିବସରେ ବର୍ଦ୍ଧିତ ଭତ୍ତା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,

ରାୟଗଡ- ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଭିଡିଓ କନଫରେନସିଂ ସିଧା ପ୍ରସାରଣ ମାଧ୍ୟମରେ କେଉଁଝର ଜିଲ୍ଲାରୁ କାର୍ଯ୍ୟକ୍ରମରେ ଯୋଗଦେଇ ବର୍ଦ୍ଧିତ ଭତ୍ତା ପ୍ରଦାନର ଶୁଭାରମ୍ଭ କରିଥିଲେ l ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ରlୟଗଡ଼ ଠାରେ…

ବରୀ ବ୍ଲକରେ ବର୍ଦ୍ଧିତ ଭତ୍ତା ବିତରଣ ଶୁଭାରମ୍ଭ

ଯାଜପୁର,(ଡିକେ ନୁ୍ୟଜ): ୮୦ବର୍ଷ ରୁ ଉଦ୍ଧ୍ୱର୍ ଓ ଶତକଡା ୮୦ ଉର୍ଦ୍ଧ୍ୱ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଜନସେବା ଦିବସ ଉପଲକ୍ଷେ ଆଜି ବରୀ ବ୍ଲକ ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ମାସିକ ଭତ୍ତା ପ୍ରଦାନ କରାଯାଇଅଛି । ଏହି କାର୍ଯ୍ୟକ୍ରମରେ ବରୀ ବିଧାୟକ…

ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକ ପରେ ସୂଚନା ଦେଲେ ଜିଲ୍ଲାପାଳ

ଭୁବନେଶ୍ୱର,: ଦୀର୍ଘ ଦୁଇ ଦିନରୁ ଉର୍ଦ୍ଧ ସମୟ ଧରି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଚଲ ରାଣା । ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବେଠକରେ ଯୋଗଦେବା ପରେ ସେ ଏହି ସୂଚନା…

ରେପୋ ରେଟ୍‌ରେ ୦.୨୫% ହ୍ରାସ ଆଶଙ୍କା

ନୂଆଦିଲ୍ଲୀ,: ଗୋଟିଏ ପଟେ ଦରବୃଦ୍ଧି ଓ ଅନ୍ୟପଟେ ଅର୍ଥ ବ୍ୟବସ୍ଥାରେ ସୁଧାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପାଇଁ ଚିନ୍ତାର କାରଣ ପାଲଟିଛି । ଅର୍ଥବ୍ୟବସ୍ଥାରେ ଗ୍ରାହକଙ୍କ ଚାହିଦା ଅଭାବ କାରଣରୁ କମ୍ପାନୀଗୁଡ଼ିକର ଆୟ ପ୍ରଭାବିତ ହେଉଛି । ଏହି କାରଣରୁ ଦେଶର ଅର୍ଥନୀତିରେ ମନ୍ଥର ଗତି…

ବଜେଟ୍ ୨୦୨୫ : ଆସିପାରେ ନିଯୁକ୍ତି ଓ ଘରୋଇ ନିବେଶକୁ ଉପରେ ପ୍ରାଥମିକତା

ନୂଆଦିଲ୍ଲୀ,: ଫେବ୍ରୁଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକବର୍ଷର ବଜେଟ୍‌ ଦସ୍ତାବିଜକୁ ଉପସ୍ଥାପନ କରିବେ । ଏଥର ଅର୍ଥନୀତି ଆଗରେ ରହିଛି ଅନେକ ଆହ୍ୱାନ । ମନ୍ଥର ଅଭିବୃଦ୍ଧି ଏବଂ ଚାହିଦାକୁ ଟ୍ରାକ୍‌କୁ ଆଣିବା ପାଇଁ ଅର୍ଥମନ୍ତ୍ରୀ କରିପାରନ୍ତି ବଡ଼ ଘୋଷଣା । ଧୀମା…