୮୦,୦୦୦ ଉପରେ ସୁନା ଦର
ଭୁବନେଶ୍ୱର,: ଦିନ କେଇଟା ପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି । ଏପରିକି ବିବାହ କାର୍ଯ୍ୟକ୍ରମରେ ସବୁବର୍ଗର ଲୋକ ଅଳ୍ପବହୁତ ସୁନା କିଣିଥାନ୍ତି । ହେଲେ ବିବାହ ଋତୁ ଆରମ୍ଭ ପୂର୍ବରୁ ଓଡ଼ିଶା ବଜାରରେ ପୁଣି ଥରେ ସୁନା ଦର ୮୦,୦୦୦ ଟପିଯାଇଛି । ଅପରପକ୍ଷରେ ରୁପା ଦର ମଧ୍ୟ ୧,୦୦,୦୦୦ ଟଙ୍କାର…