ଭାଇରାଲ ରୋକିବ ମାଟ୍ରିକ୍ ପ୍ରଶ୍ନପତ୍ରର ନମ୍ବରିଂ, ବାରକୋର୍ଡ ବ୍ୟବସ୍ଥା

କଟକ, : ବିଗତ କିଛି ବର୍ଷ ହେଲା ମାଟ୍ରିକ୍ ପରୀକ୍ଷାରେ ବିଭ୍ରାଟ ହେଉଥିବା ନେଇ ଖବର ଆସୁଛି । ଏହା ଦ୍ୱାରା ଭଲ ଶିକ୍ଷକ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନିରାଶ ହେବାକୁ ପଡୁଛି । ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା-୨୦୨୫ର ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ମାଧ୍ୟମିକ ଶିକ୍ଷା ବୋର୍ଡ ବଡ଼ ପଦକ୍ଷେପ…

କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟ ପାଇଁ ଚୁକ୍ତି ସ୍ୱାକ୍ଷରିତ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର, : ଖଣିଜ ସଂପଦରେ ପରିପୂର୍ଣ୍ଣ କେନ୍ଦୁଝରରେ ବୃହତ ଷ୍ଟିଲ୍ କାରଖାନା ନିର୍ମାଣ ହେବାର ଆଶା ଅଧିକ ଦେଖାଦେଇଛି । କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପୁଣି ଥରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ କହିଛନ୍ତି । ଜିଲ୍ଲାରେ…

ଆଇଏମଡିର ଭିତ୍ତିଭୂମି ଓ ପ୍ରଯୁକ୍ତି ବିଦ୍ୟାରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି :

ନୂଆଦିଲ୍ଲୀ, : ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ…

ବୈତରଣୀରେ ମକର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,: କେନ୍ଦୁଝର ଜିଲ୍ଲା ପାଟଣା ବୈତରଣୀ ନଦୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଟଣା ବୈତରଣୀ ନଦୀର ଅନୁସୟା ଘାଟରେ ମକର ସ୍ନାନ କରି ଦେବ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା…

ବିଜେପି ନବ ନିର୍ବାଚିତ ମଣ୍ଡଳ ସଭାପତି ଓ ଜିଲ୍ଲା ପ୍ରତିନିଧିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଧର୍ମଗଡ଼,: ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଗତ କିଛିଦିନ ତଳେ ସମସ୍ତ ମଣ୍ଡଳରେ ନୂତନ କର୍ମକର୍ତ୍ତା ନିର୍ବାଚନ ହୋଇଛନ୍ତି । କୋକସରା ବ୍ଲକ  କୋକସରା ମଣ୍ଡଳ ପକ୍ଷରୁ ମଙ୍ଗଳବାର ନବ ନିର୍ବାଚିତ ମଣ୍ଡଳ ସଭାପତି ଓ ଜିଲ୍ଲା ପ୍ରତିନିଧିଙ୍କୁ ଦଳ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି…

ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ଜନ୍ମ ଦିନର ଅଭିନନ୍ଦନ ଜଣାଇଲା ପାରାଦୀପ ସାମ୍ବାଦିକ ଟ୍ରଷ୍ଟ

ପାରାଦୀପ,: ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଜନ୍ମ ଦିନ ଅବସରରେ ସାରା ପାରାଦୀପ ନିର୍ବାଚନ ମଣ୍ଡଳୀରେ ତାଙ୍କୁ ଶୁଭେଚ୍ଛା ଦେବାକୁ ଚଳଚଞ୍ଚଳ ହୋଇପଡ଼ିଥିଲା । ସୋମବାର ସକାଳେ ତାଙ୍କ କର୍ମୀ ମାନେ ସ୍ୱାସ୍ଥ୍ୟ ଶିବିର, ଗରିବଙ୍କୁ ଶୀତ ବସ୍ତ୍ର…

ମାଟ୍ରିକ ବୋର୍ଡ଼ ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ପ୍ରସଙ୍ଗରେ ଆମରଣ ଅନଶନ ଜାରି

ମୁନିଗୁଡା,: ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା କେନ୍ଦ୍ର ୫୦କିମି ପରିବର୍ତ୍ତେ ସରକାରୀ ମାର୍ଗଦର୍ଶିକା ଅନୁଯାୟୀ ଆୟୋଜନ ନିମନ୍ତେ ସ୍ୱେଚ୍ଛାସେବୀ ରଞ୍ଜନ ସ୍ୱାଇଁ ଆମରଣ ଅନଶନରେ ବସିଛନ୍ତି । ତେବେ ଦୀର୍ଘ ୩୬ ଘଣ୍ଟା ବିତିଯାଇଥିଲେ ସୁଦ୍ଧା ଜିଲ୍ଲା ଶିକ୍ଷକ ବିଭାଗ କୌଣସି ପଦକ୍ଷେପ ଗ୍ରହଣ ନକରି…

ମଧୁର ସ୍ମୃତି ନେଇ ଫେରିଲେ ଇଣ୍ଡିଆ ଟ୍ରେକ୍‌ର ୪୦ ଜଣିଆ ପ୍ରତିନିଧିମଣ୍ଡଳ

ଭୁବନେଶ୍ୱର, : ଇଣ୍ଡିଆ ଟ୍ରେକ୍‌ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୫ ତାରିଖରୁ ୭ ଦିନିଆ କିଟ୍ ଓ କିସ୍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଓ ମାସାଚ୍ୟୁସେଟ୍ସ ଇନଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନୋଲୋଜି (ଏମ୍‌ଆଇଟି)ର ୪୦ ଜଣିଆ ପ୍ରତିନିଧିମଣ୍ଡଳ ରବିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି ।…

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ ପ୍ରଥମ ପୁରସ୍କାର

ଭୁବନେଶ୍ୱର,: ଆଞ୍ଚଳିକ ଉଦ୍ଭିଦ ସମ୍ବଳ କେନ୍ଦ୍ର ଆନୁକୁଲ୍ୟରେ ଭୁବନେଶ୍ୱର ଏକାମ୍ର କାନନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଛି । ଏହି ବାର୍ଷିକ ପୁଷ୍ପ ପ୍ରଦର୍ଶନୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ…

ଜନସାଧାରଣଙ୍କ ସହ ମିଶିଲେ ରାଜ୍ୟପାଳ

 ଭୁବନେଶ୍ୱର,: ଭୁବେନଶ୍ୱର ରାଜଭବନ ଉଦ୍ୟାନ ସବର୍ସାଧାରଣଙ୍କ ପରିଦଶର୍ନ ପାଇଁ ଆଜିଠାରୁ ଖୋଲାଯାଇଛି । ପ୍ରଥମ ଦିନେର ଶୀତୁଆ ଅପରାହ୍ନସେତ୍ତ୍ୱ ତିନି ହଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ରାଜଭବନର ମେନାରମ ଉଦ୍ୟାନ ପରିଦଶର୍ନ କରିଥେôଲ । ଏହି ଅବସରେର ରାଜ୍ୟପାଳ ଡ଼ ହରି ବାବୁ କମ୍ଭମ୍‌ପାଟି ଏବଂ…