ମିସା ବନ୍ଦୀ”ଙ୍କୁ ପ୍ରକୃତ ସମ୍ମାନ ଜଣାଇଛନ୍ତି ରାଜ୍ୟ ସରକାର : ମନମୋହନ ସାମଲ

ଭୁବନେଶ୍ୱର,: ୧୯୭୫ ମସିହା ଜୁନ ମାସ ୨୫ ତାରିଖ, ଭାରତୀୟ ଗଣତନ୍ତ୍ର ଇତିହାସରେ ଏକ କଳାଦିନ ଥିଲା । ଏହି ଦିନରେ ଲକ୍ଷ ଲକ୍ଷ ସଂଗ୍ରାମୀମାନଙ୍କୁ ଅତ୍ୟନ୍ତ ଅମାନୁଷିକ ଭାବେ ଜରୁରୀକାଳିନ ପରିସ୍ଥିତି ଲାଗୁ କରାଇ “ମିସା, ଡିଆଇଆର୍ ଏବଂ ଡିଆଇଏସଆଇଆର୍‌ ଆଇନ” ବଳରେ ଜେଲରେ ଭର୍ତ୍ତୀ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ଦିନିଆ କେନ୍ଦୁଝର ଗସ୍ତ

ଭୁବନେଶ୍ୱର, : କେନ୍ଦୁଝରର ଲୋକପର୍ବ ପବିତ୍ର ମକର ସଂକ୍ରାନ୍ତି ପାଳନ ପାଇଁ ସମଗ୍ର ଜିଲ୍ଲା ବେଶ୍‌ ଚଳଚଞ୍ଚଳ ହୋଇ ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମଙ୍ଗଳବାର ଠାରୁ ୩ଦିନିଆ କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି…

ଓଡ଼ିଶାରେ ଆୟୁଷ୍ମାନ ଭାରତ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ

ନୂଆଦିଲ୍ଲୀ, : କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (ଏନ୍‌ଏଚ୍‌ଏ) ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହିତ ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ୱାକ୍ଷର କରିବା ପରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ୍‌…

ଏକବିଂଶ ଶତାବ୍ଦୀର ଜମ୍ମୁ-କଶ୍ମୀର ବିକାଶର ନୂଆ ଅଧ୍ୟାୟ ଲେଖୁଛି: ମୋଦି

ଜମ୍ମୁ-କାଶ୍ମୀର, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି…

ଗଡ଼କରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ମିଳିବ ପୁରସ୍କାର

ନୂଆଦିଲ୍ଲୀ,: ଦେଶରେ ପ୍ରତିଦିନ ଅନେକ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସେ, ଯେଉଁଥିରେ କେତେକ ଲୋକଙ୍କର ମୃତ୍ୟୁ ମଧ୍ୟ ହୁଏ । ଏହି ସମୟରେ, କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମରେ ଏକ ବଡ଼ ଘୋଷଣା କରିଛନ୍ତି । ସରକାର ସଡ଼କ ଦୁର୍ଘଟଣା…

ଏମ୍‌ସିଏଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

ତାଳଚେର,: ଧରମପୁର ପଞ୍ଚାୟତର ବିହରିପୂର ଗ୍ରାମରେ ଲିଙ୍ଗରାଜ ଏମସିଏଲ ସିଏସଆର ପାଣ୍ଠିରୁ ସ୍ଥାନୀୟ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ସକାଳ ୯ ଘଟିକା ରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଏହି ସ୍ୱାସ୍ଥ୍ୟ ସେବା ଅନୁଷ୍ଠିତ ହୋଇଥିଲା । ତେବେ ଏମସିଏଲର ଦୁଇ ଜଣ ଡାକ୍ତର…

ଗଡ଼ିଲା ଜେଏସପିର ସଚେତନତା ରଥ : ବାଲ୍ୟ ବିବାହର ମୁକାବିଲା ଉପରେ ଗୁରୁତ

ଅନୁଗୁଳ,: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର କର୍ପୋରେଟ୍‌ ସାମାଜିକ ଦାୟିତ୍ୱ ତୁଲାଉଥିବା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ବାଲ୍ୟ ବିବାହର ମୁକାବିଲା ପାଇଁ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ବାଲ୍ୟ ବିବାହର ସଂକଟ ସମ୍ପର୍କରେ ସମାଜକୁ ଅବଗତ କରିବା ସହ ଜିଲ୍ଲାରେ ଏହି ବେଆଇନ…

ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ

ମାଲକାନଗିରି, : ସୀମାନ୍ତରେ ସୁରକ୍ଷା ବାହିନୀ ଓ ନକ୍ସଲମାନଙ୍କ ମଧ୍ୟରେ ଛକାପଞ୍ଝା ଚାଲିଛି । ସୁରକ୍ଷା ବାହିନୀ ଡାଳେଡାଳେ ଗଲେ ନକ୍ସଲମାନେ ପତ୍ରେପତ୍ରେ ଯାଉଛନ୍ତି । ସାଧାରଣ ସଂପତି ନଷ୍ଟ କରିବା ଓ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ନକ୍ସଲମାନେ ନୂଆନୂଆ ଚିନ୍ତା କରୁଛନ୍ତି । ତେବେ…

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାକୁମ୍ଭ ମେଳା ଅବସରରେ ଓଡିଶାର ୪ଟି ସ୍ଥାନରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ୪ଟି ଅତ୍ୟାଧୁନିକ ବସ୍ ସେବାର ଶୁଭାରମ୍ଭ କରିଛନ୍ତି । ଓଡିଶା ରାଜ୍ୟ ପରିବହନ ନିଗମର ଏହି ୪ଟି ଅତ୍ୟାଧୁନିକ ପ୍ରିମିୟମ ବସ୍‌, ପୁରୀ, ସମ୍ବଲପୁର, ଭବାନୀପାଟଣା…

ଭାରତକୁ ଏକ ବିକଶିତ ଦେଶ ହେବାରେ କୌଣସି ଶକ୍ତି ରୋକିପାରିବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତ ମଣ୍ଡପମରେ ଆୟୋଜିତ ବିକଶିତ ଭାରତ ୟଙ୍ଗ୍ ଲିଡର୍ସ ଡାଇଲଗ୍‌ ୨୦୨୫ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସମୟରେ ସେ କହିଥିଲେ ଯେ ଦେଶର ଯୁବକମାନଙ୍କ ସହିତ ତାଙ୍କର ଏକ ଉତ୍ତମ ବନ୍ଧୁତା ଭଳି ସମ୍ପର୍କ ରହିଛି । ପ୍ରଧାନମନ୍ତ୍ରୀ ମୋଦି…