ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗୁରୁବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବାୟୁ ସେନାର ସ୍ୱତନ୍ତ୍ର ବିମାନ ଅବତରଣ କରିବା ପରେ ରାଜ୍ୟପାଳ ହରିବାବୁ କମ୍ଭମପତି,…

ମରଣଯନ୍ତା ପାଲଟିଛି ଖଜୁରୀ ରାସ୍ତା

ନବରଙ୍ଗପୁର,: ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆଦିବାସୀ ଅଧ୍ୟୁଷିତ ଗାଁ ଗୁଡିକରେ ରାସ୍ତା ଓ ଡ୍ରେନେଜର ନିର୍ମାଣ କାର୍ଯ୍ୟ କରୁଛନ୍ତି । କିନ୍ତୁ ଏମିତି କେତେକ ଗାଁ ରହିଛି ଯେଉଁଠାରେ ରାସ୍ତା ଠିକ ନାହିଁ କି ଡ୍ରେନେଜର ବ୍ୟବସ୍ଥା ନାହିଁ ଫଳରେ ଗାଁ ରାସ୍ତା ଗୁଡିକ ଜାତାୟତରେ…

ପ୍ରବାସୀ ଭାରତୀୟଙ୍କ ପାଇଁ ଓମ୍‌ଫେଡ୍ ପକ୍ଷରୁ ବ୍ୟାପକ ଆୟୋଜନ

ଭୁବନେଶ୍ୱର,: ଆଜିଠାରୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ-୨୦୨୫ । ଏହି ଉତ୍ସବ ଦୀର୍ଘ ୩ ଦିନ ଧରି ଚାଲିବ । ୧୪୦ ଦେଶରୁ ଆସୁଥିବା ପ୍ରାୟ ୭ ହଜାର ପ୍ରବାସୀ ଭାରତୀୟ ରାଜଧାନୀ ଭୁବନେଶ୍ୱରରେ ରହିବେ । ସେହି ପ୍ରବାସୀ  ଭାରତୀୟଙ୍କ ପାଖରେ ଓମ୍‌ଫେଡ୍‌ ଉତ୍ପାଦ ପହଞ୍ଚାଇବା ପାଇଁ ଓମ୍‌ଫେଡ୍‌…

ୟୁକୋ ବ୍ୟାଙ୍କର ୮୩ତମ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

ସମ୍ବଲପୁର,: ୟୁକୋ ବ୍ୟାଙ୍କର ୮୩ତମ ପ୍ରତିଷ୍ଠା ଦିବସ ଅବସରରେ ବ୍ୟାଙ୍କର ସମ୍ବଲପୁର ଅଞ୍ଚଳ ପକ୍ଷରୁ ଏକ ରକ୍ତଦାନ ଶିବିର ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ସମ୍ବଲପୁରର ଜିଏମ୍‌  ୟୁନିଭରସିଟି କ୍ୟାମ୍ଫସରେ ଉଦ୍‌ଘାଟିତ ହୋଇଯାଇଛି । ପିଜି କାଉନ୍‌ସିଲର ଚେୟାରମ୍ୟାନ୍ଜ୍ଞା ନରଞ୍ଜନ ସ୍ୱାଇଁ ଏହି…

ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା

ନୂଆଦିଲ୍ଲୀ, : ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସାୟ ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି । ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ ମାସ ସୁଦ୍ଧା ସରକାର ସଂଶୋଧିତ…

ଆନ୍ଧ୍ରପ୍ରଦେଶର ବିକାଶ ଆମର ଲକ୍ଷ୍ୟ, ଆନ୍ଧ୍ରବାସୀଙ୍କ ସେବା କରିବା ଆମର ପ୍ରତିବଦ୍ଧତା: ମୋଦି

ହାଇଦ୍ରାବାଦ,: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦି କହିଛନ୍ତି ଯେ ୬୦…

ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ ୨୦୨୫

ଭୁବନେଶ୍ୱର,: ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ବୁଧବାର ଆରମ୍ଭ ହୋଇଛି । ଏହି ତ୍ରି- ଦିବସୀୟ ସମ୍ମିଳନୀର ପ୍ରଥମ ଦିନ ଯୁବ ପ୍ରବାସୀ ଭାରତୀୟ ଦିବସ ମହାସମାରୋହ ରେ ଉଦଘାଟିତ ହୋଇଛି । ପ୍ରଦୀପ ପ୍ରଜ୍ଜ୍ୱଳନ ସାଙ୍ଗକୁ ମନ୍ତ୍ରଧ୍ୱନି ମୁଖରିତ ପରିବେଶରେ ଆୟୋଜିତ ଏହି…

ରୁପାର ହଲମାର୍କିଂ ବାଧ୍ୟତାମୂଳକ ହେବ

ନୂଆଦିଲ୍ଲୀ,: ରୁପା ପ୍ରତି ଗ୍ରାହକମାନଙ୍କ ଆଗ୍ରହ ବଢ଼ିଛି । ରୁପାର ଗହଣାଠାରୁ ଆରମ୍ଭ କରି ଉପହାର ସାମଗ୍ରୀ ପର୍ଯ୍ୟନ୍ତ ଅନେକ କିଛି ବିପୁଳ ପରିମାଣରେ ବିକ୍ରି ହେଉଛି । ଗ୍ରାହକମାନେ କିଣୁଥିବା ରୁପାର ଗୁଣବତ୍ତାକୁ ନିଶ୍ଚିତ କରିବା ଲାଗି ସରକାର ହଲ୍ମାର୍କିଂ ବାଧ୍ୟତାମୂଳକ କରିବା ଉପରେ ବିଚାର…

୧୮ତମ ପ୍ରବାସୀ ଭାରତୀୟ ଦିବସ ସମାରୋହ -୨୦୨୫

ଭୁବନେଶ୍ୱର ତା-୦୮.୦୧.୨୦୨୫ : ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ଆଜି ଆରମ୍ଭ ହୋଇଛି । ଏହି ତ୍ରି-ଦିବସୀୟ ସମ୍ମିଳନୀର ପ୍ରଥମ ଦିନ “ଯୁବ ପ୍ରବାସୀ ଭାରତୀୟ ଦିବସ” ମହା ସମାରୋହରେ ଉଦଘାଟିତ ହୋଇଛି । ପ୍ରଦୀପ ପ୍ରଜ୍ଜ୍ୱଳନ ସାଙ୍ଗକୁ ମନ୍ତ୍ରଧ୍ୱନି ମୁଖରିତ…

ଭୁବନେଶ୍ୱରରେ ଉଦଘାଟିତ ହେଲା ପୁଷ୍ପ ପ୍ରଦର୍ଶନ

ଭୁବନେଶ୍ୱର, : ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର, ଏକାମ୍ର କାନନ, ଭୁବନେଶ୍ୱର, ପ୍ଳାଣ୍ଟ ଲଭର୍ସ ଆସୋସିଏସନ ସହ ମିଶି ପ୍ରତିବର୍ଷ ପୁଷ୍ପ ପ୍ରଦର୍ଶନୀ ଆୟୋଜନ କରିଥାନ୍ତି । ଚଳିତ ବର୍ଷ ଜାନୁୟାରୀ ୭ରୁ ୧୧ ପର୍ଯ୍ୟନ୍ତ ଦୀର୍ଘ ୫ ଦିନ ଧରି ଏହା ଚାଲିବ । ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ…