ଟିପିସିଓଡିଏଲ୍ ପକ୍ଷରୁ ବାଲିଯାତ୍ରାକୁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ
ଭୁବନେଶ୍ୱର, : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍) କଟକରେ ଅନୁଷ୍ଟିତ ହେବାକୁ ଥିବା ବହୁ ପ୍ରତୀକ୍ଷିତ ବାଲିଯାତ୍ରା ୨୦୨୩କୁ ନିରବଚ୍ଛିନ୍ନ ଓ ନିରାପଦ ବିଜୁଳି ଯୋଗାଣ ପାଇଁ ଏହାର ପ୍ରତିବଦ୍ଧତା…