ରାଜଧାନୀ ବସ୍ତିବାସିନ୍ଦାଙ୍କୁ ମିଳିଲା ପକ୍କା ଘର
ଭୁବନେଶ୍ୱର,୨୦ା୧୧ : ସହରାଞ୍ଚଳ ବସ୍ତିବାସିନ୍ଦାକୁ ମିଳିଲା ନୂଆ ଠିକଣା । ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ଆବାସ ପ୍ରକଳ୍ପ ଉଦଘାଟିତ । ଆଜି ସନ୍ଧ୍ୟାରେ ଉଦ୍ଘଟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହରାଞ୍ଚଳ ଆବାସ ଯୋଜନାରେ ବସ୍ତିବାସିନ୍ଦା ଘର ପ୍ରଦାନ କରାଯାଇଛି ।…